ସୋନମ ଓ୍ବାଙ୍ଗଚୁକଙ୍କ ସ୍ତ୍ରୀ ହାଇକୋର୍ଟଙ୍କ ଦ୍ୱାରସ୍ଥ: ଅଭିଯୋଗ ଆଣି କହିଲେ ପରିବାର ଇଚ୍ଛା ବିରୋଧରେ…
ନୂଆଦିଲ୍ଲୀ,୧୯ା୭: ବିଶିଷ୍ଟ ଶିକ୍ଷାବିତ୍ ତଥା ପରିବେଶବିତ୍ ସୋନମ ଓ୍ବାଙ୍ଗଚୁକଙ୍କ ସ୍ତ୍ରୀ ଗୀତାଞ୍ଜଳି ଦିଲ୍ଲୀ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ସଫଦରଜଙ୍ଗ ହସ୍ପିଟାଲରୁ ଘରୋଇ ମେଡିକାଲକୁ ସ୍ଥାନାନ୍ତର ପାଇଁ ଆବେଦନ କରିଛନ୍ତି ସ୍ତ୍ରୀ। ପରିବାର ଇଚ୍ଛା ବିରୋଧରେ ଚିକିତ୍ସା ହେଉଥିବା ସ୍ତ୍ରୀ ଗୀତାଞ୍ଜଳି ଅଭିଯୋଗ କରିଛନ୍ତି। ସରକାରୀ ହସ୍ପିଟାଲକୁ ବିଶ୍ୱାସ ନାହିଁ, ପସନ୍ଦର ହସ୍ପିଟାଲ ସ୍ଥାନାନ୍ତର ପାଇଁ ଗୀତାଞ୍ଜଳି ଦାବି କରିଛନ୍ତି।
Dharitri – Odisha’s No.1 Odia Daily
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।