ସ୍ତ୍ରୀ ଓ ଶାଶୁଙ୍କୁ ମାରି ୧୦ ଫୁଟ ମାଟି ତଳେ ପୋତି ଦେବା ଘଟଣାର ପର୍ଦ୍ଦାଫାଶ। ଚାରି ଅଭିଯୁକ୍ତ ଗିରଫ।

କୁଳିଅଣା ଥାନା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଶବ ଜବତ ସହ ଅଭିଯୁକ୍ତଙ୍କୁ ଅଟକ ରଖି ସାଇଣ୍ଟିଫିକ ଟିମ୍ ସହାୟତାରେ ତଦନ୍ତ ଆରମ୍ଭ କରିଥିଲା। ତେବେ ତଦନ୍ତ କରି ଚାରି ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରି ଅଧିକ ତଦନ୍ତ ଆରମ୍ଭ କରିଛି କୁଳି

06 August 2025 11:20 PM IST

କୁଳିଅଣା ଥାନା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଶବ ଜବତ ସହ ଅଭିଯୁକ୍ତଙ୍କୁ ଅଟକ ରଖି ସାଇଣ୍ଟିଫିକ ଟିମ୍ ସହାୟତାରେ ତଦନ୍ତ ଆରମ୍ଭ କରିଥିଲା। ତେବେ ତଦନ୍ତ କରି ଚାରି ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରି ଅଧିକ ତଦନ୍ତ ଆରମ୍ଭ କରିଛି କୁଳି

Disclaimer: This content has been automatically aggregated from ଓଡ଼ିଶା ଭାସ୍କର for informational purposes. To read the original article, please visit ଓଡ଼ିଶା ଭାସ୍କର.