୧୮.୭.୨୦୨୬, ଶନିବାର
ମେଷ: ଯାତ୍ରାରେ ସତର୍କ, ଶରୀର ସୁସ୍ଥ, ଅନୁଷ୍ଠାନରୁ ଲାଭ, ବ୍ୟବସାୟରେ ସ୍ବଳ୍ପଲାଭ, ବନ୍ଧୁସମସ୍ୟା, ଶତ୍ରୁ ପରାଜିତ, ପରିଭ୍ରମଣଯୋଗ, ସନ୍ତାନଲାଭ, କୃତ୍ତିକା ନକ୍ଷତ୍ର ସତର୍କ ରୁହନ୍ତୁ, ଶୁଭରଙ୍ଗ-ଗୋଲାପି, ସଂଖ୍ୟା-୬, ଆରାଧନା-ପ୍ରଭୁ ହନୁମାନ
ବୃଷ: ଲୋକସମ୍ପର୍କ, ବିଶିଷ୍ଠ ବ୍ୟକ୍ତି ସାହାଯ୍ୟ, ଶୁଭଖବର, ବ୍ୟବସାୟରେ ସନ୍ତୁଷ୍ଟ, ନୂତନ କାର୍ଯ୍ୟରେ ଲାଭ, ଶରୀର ସୁସ୍ଥ, ବନ୍ଧୁସହାୟତା, ପାରିବାରିକ ସହଯୋଗ, ମୃଗଶିରା ନକ୍ଷତ୍ର ସତର୍କ ରୁହନ୍ତୁ, ଶୁଭରଙ୍ଗ-ଧଳା, ସଂଖ୍ୟା-୮, ଆରାଧନା-ପ୍ରଭୁ ଜଗନ୍ନାଥ
ମିଥୁନ: ଶୁଭଖବର, କର୍ମକ୍ଷେତ୍ରେ ବ୍ୟସ୍ତତା ବିବାଦ ସମାଧାନ, ଦୂରଯାତ୍ରା ସଫଳ, ବ୍ୟବସାୟରେ ଶତ୍ରୁତା, ଶରୀର ସୁସ୍ଥ, ବିଶିଷ୍ଠ କାର୍ଯ୍ୟରେ ଲାଭ, ବନ୍ଧୁଲାଭ, ପୁନର୍ବସୁ ନକ୍ଷତ୍ର ସତର୍କ ରୁହନ୍ତୁ, ଶୁଭରଙ୍ଗ- ସବୁଜ, ସଂଖ୍ୟା-୭, ଆରାଧନା-ମା’ ଭଗବତୀ
କର୍କଟ: ବ୍ୟବସାୟେ ଲାଭ, ଦୂରଯାତ୍ରା ସଫଳ, ବିଦ୍ୟାରେ ସଫଳ, ପାରିବାରିକ କଷ୍ଟ, ଦାମ୍ପତ୍ୟକଳହ, ବନ୍ଧୁଲାଭ, ମାନସିକ ଅବସାଦ, ଲୋକସମ୍ପର୍କରେ ବାଧା, ଅଶ୍ଳେଷା ନକ୍ଷତ୍ର ସତର୍କ ରୁହନ୍ତୁ, ଶୁଭରଙ୍ଗ-ଆକାଶି, ସଂଖ୍ୟା-୯, ଆରାଧନା-ମା’ ମାଣିକେଶ୍ବରୀ
ସିଂହ: ଶାରୀରିକ କ୍ଳେଶ, ଶୁଭଆଲୋଚନା, ଦୂରଯାତ୍ରାରେ ବିଳମ୍ବ, ହେବାକାର୍ଯ୍ୟରେ ଅସନ୍ତୁଷ୍ଟ, ଲୋକସମ୍ପର୍କ ବୃଦ୍ଧି, ଶତ୍ରୁସମସ୍ୟା, ଅର୍ଥଲାଭ, ଉତ୍ତରାଫାଲଗୁନି ନକ୍ଷତ୍ର ସତର୍କ ରୁହନ୍ତୁ, ଶୁଭରଙ୍ଗ-ଧଳା, ସଂଖ୍ୟା-୭, ଆରାଧନା-ମା’ ମହାଲକ୍ଷ୍ମୀ
କନ୍ୟା: ଶରୀର ସୁସ୍ଥ, ମାନସିକ ଶାନ୍ତି, ଦୂରଯାତ୍ରା ସଫଳ, ବ୍ୟବସାୟରେ ଉନ୍ନତି, ସ୍ବାଦିଷ୍ଠ ଭୋଜନ, ମାନସମ୍ମାନପ୍ରାପ୍ତି, ବନ୍ଧୁସାହାଯ୍ୟ, ଚିତ୍ରା ନକ୍ଷତ୍ର ସତର୍କ ରୁହନ୍ତୁ, ଶୁଭରଙ୍ଗ-ଆକାଶି, ସଂଖ୍ୟା-୯, ଆରାଧନା-ମା’ େକାଚିଲାଇ
ତୁଳା: ଶତ୍ରୁବୃଦ୍ଧି, ଶରୀର ଅସୁସ୍ଥ, ସନ୍ତାନଲାଭ, ଶୁଭଖବର, ଦୂରଯାତ୍ରାରେ ଲାଭ, ନୂତନ କର୍ମଆରମ୍ଭ, ଦେବଦର୍ଶନ, ବ୍ୟବସାୟରେ ଅାନନ୍ଦ, ମାନସିକଖୁସି, ଲୋକସମ୍ପର୍କ ବୃଦ୍ଧି, ଚିତ୍ରା ନକ୍ଷତ୍ର ସତର୍କ ରୁହନ୍ତୁ, ଶୁଭରଙ୍ଗ-କମଳା, ସଂଖ୍ୟା-୫, ଆରାଧନା-ଶଙ୍କର ଭଗବାନ
ବିଛା: ବ୍ୟବସାୟରେ ଲାଭ, ସମ୍ପତ୍ତିଲାଭ, ଅର୍ଥସମସ୍ୟା ସମାଧାନ, ସମ୍ପର୍କରେ ଉନ୍ନତି, ଶତ୍ରୁ ପରାଜିତ ଦାମ୍ପତ୍ୟଖୁସି, ଶୁଭଖବର, ନୂତନ ନିଯୁକ୍ତି, ଅନୁଷ୍ଠାନରୁ ଲାଭ, ଜ୍ୟେଷ୍ଠା ନକ୍ଷତ୍ର ସତର୍କ ରୁହନ୍ତୁ, ଶୁଭରଙ୍ଗ-ହଳଦୀ, ସଂଖ୍ୟା-୧୦, ଆରାଧନା-ନୃସିଂହ ଭଗବାନ
ଧନୁ: ଶୁଭକାର୍ଯ୍ୟରେ ଧନବ୍ୟୟ, ବ୍ୟବସାୟରେ କଷ୍ଟ, ଦେବକାର୍ଯ୍ୟରେ ଆନନ୍ଦ, ବିବାଦ ସମାଧାନ, ଶରୀର ସୁସ୍ଥ, ଅନୁଷ୍ଠାନରୁ ଲାଭ, ଉତ୍ତରାଷାଢ଼ା ନକ୍ଷତ୍ର ସତର୍କ ରୁହନ୍ତୁ, ଶୁଭରଙ୍ଗ-ଧଳା, ସଂଖ୍ୟା-୮, ଆରାଧନା-ମା’ କୁତାମଚଣ୍ଡୀ
ମକର: ଅର୍ଥଲାଭ, ଦୂରଯାତ୍ରା ସଫଳ, ସମ୍ମାନପ୍ରାପ୍ତି, ଲୋକସମ୍ପର୍କରେ ଉନ୍ନତି, ସନ୍ତାନଲାଭ, ବ୍ୟବସାୟରେ ସନ୍ତୁଷ୍ଟ, ବ୍ୟକ୍ତିସାହାଯ୍ୟ, ଦାମ୍ପତ୍ୟଖୁସି, ଧନିଷ୍ଠା ନକ୍ଷତ୍ର ସତର୍କ ରୁହନ୍ତୁ, ଶୁଭରଙ୍ଗ-ନୀଳ, ସଂଖ୍ୟା-୮, ଆରାଧନା-ମା’ ବଗଳାମୁଖୀ
କୁମ୍ଭ: ନୂତନ କାର୍ଯ୍ୟ ଅାରମ୍ଭ, ଶରୀର ସୁସ୍ଥ, ଅଳ୍ପ ମାନସିକ ଅବସାଦ, େଲାକସମ୍ପର୍କ ବୃଦ୍ଧି, ଦୂରଯାତ୍ରା ସଫଳ, ଅନୁଷ୍ଠାନରୁ ଲାଭ, ସମ୍ପତ୍ତିବାବଦ, ଶତ୍ରୁସମସ୍ୟା, ବ୍ୟବସାୟିକକଷ୍ଟ, ବିବାଦ ସମାଧାନ, ପୂର୍ବଭାଦ୍ର ନକ୍ଷତ୍ର ସତର୍କ ରୁହନ୍ତୁ, ଶୁଭରଙ୍ଗ-ବାଇଗଣି, ସଂଖ୍ୟା-୯, ଆରାଧନା-ମା’ ଗୌରୀ
ମୀନ:ଦେବକାର୍ଯ୍ୟରେ ଅାଗ୍ରହ, ବନ୍ଧୁସାହାଯ୍ୟ, ଦୂରଯାତ୍ରା ସଫଳ, ସମ୍ମାନବୃଦ୍ଧି, ସ୍ବାଦିଷ୍ଠ େଭାଜନ, ଦାମ୍ପତ୍ୟଖୁସି, ସନ୍ତାନଲାଭ, ଶୁଭଖବର, ରେବତୀ ନକ୍ଷତ୍ର ସତର୍କ ରୁହନ୍ତୁ, ଶୁଭରଙ୍ଗ-ଧଳା, ସଂଖ୍ୟା-୯, ଆରାଧନା-ମା’ ଦୌପଦୀ
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ SAMAYA - ସମୟ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।