୨୦୨୩-୨୪ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ଘୋଷଣା କଲେ ସଂସ୍କୃତି ମନ୍ତ୍ରୀ, ୨ ଚଳଚ୍ଚିତ୍ରକୁ ଶ୍ରେଷ୍ଠ ପୁରସ୍କାର

Jun 25, 2026 - 18:05
୨୦୨୩-୨୪ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ଘୋଷଣା କଲେ ସଂସ୍କୃତି ମନ୍ତ୍ରୀ, ୨ ଚଳଚ୍ଚିତ୍ରକୁ ଶ୍ରେଷ୍ଠ ପୁରସ୍କାର

ଭୁବନେଶ୍ୱର,୨୫।୬: ୨୦୨୩-୨୪ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ଘୋଷଣା କରାଯାଇଛି । ୨୦୨୩ ପାଇଁ ପୁଷ୍କରା ଓ ମାଇଁ ସୁଇଟ୍ ହାଉସ୍‌ ୱାଇଫ୍‌ ଶ୍ରେଷ୍ଠ ଚଳଚ୍ଚିତ୍ର । ୨୦୨୪ ପାଇଁ ‘ଆଶ୍ରମ’ ଶ୍ରେଷ୍ଠ ଚଳଚ୍ଚିତ୍ର । ଏନେଇ ଘୋଷଣା କଲେ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ।

ପୁଷ୍କରାର ଅଭିନେତ୍ରୀ ସୁପ୍ରିୟାଙ୍କୁ ୨୦୨୩ର ଶ୍ରେଷ୍ଠ ଅଭିନେତ୍ରୀ ଭାବେ ବିବେଚନା କରାଯାଇଥିବା ବେଳେ ହରିହର ମହାପାତ୍ର ୨୦୨୩ର ଶ୍ରେଷ୍ଠ ଅଭିନେତା । ସେହିପରି ମୋ ବୋଉ ମୋ ଗାଁକୁ ପ୍ରାମାଣିକ ଚଳଚ୍ଚିତ୍ର ସମ୍ମାନ ନେଇ ଘୋଷଣା କରାଯାଇଛି ।

 

Dharitri – Odisha’s No.1 Odia Daily