୩ ପ୍ରତିଶତ ବୃଦ୍ଧି ହେଲା ମହଙ୍ଗା ଭତ୍ତା

Nov 17, 2026 - 13:37
୩ ପ୍ରତିଶତ ବୃଦ୍ଧି ହେଲା ମହଙ୍ଗା ଭତ୍ତା

ଭୁବନେଶ୍ୱର : ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ବୃଦ୍ଧି କଲେ ରାଜ୍ୟ ସରକାର । କର୍ମଚାରୀଙ୍କ ୩ ପ୍ରତିଶତ ଭତ୍ତା ବୃଦ୍ଧି କରାଯାଇଛି । ୬୦ ରୁ ୬୩ ପ୍ରତିଶତ ମହଙ୍ଗା ଭତ୍ତା ବୃଦ୍ଧି ହୋଇଛି ।  ସେହିପରି ପେନଶନ ଭଗୀଙ୍କ ଟିଆଇ ରେ ମଧ୍ୟ ବୃଦ୍ଧି କରାଯାଇଛି । ପିଛିଲା ଭାବରେ ଗତ ଜୁଲାଇ ମାସରୁ ଏହା ଲାଗୁ ହେବ । ନଭେମ୍ବର ଦରମାରେ ମିଳିବ ବର୍ଦ୍ଧିତ ଭତ୍ତା । ମହଙ୍ଗା ଭତ୍ତା ବୃଦ୍ଧି ଫଳରେ ରାଜ୍ୟରେ ସାଢେ ୮ଲକ୍ଷ କର୍ମଚାରୀ ଏବଂ ପେନସନ ଭୋଗୀ ଉପକୃତ ହେବେ । 

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ SAMAYA - ସମୟ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।

Odisha Press & Media

Odisha Press & Media

Learn Data Science & Analytics at IAIAC.IN

Learn in-demand data skills with hands-on projects and mentor support.

e.g. alex@company.com
Tell us about your goals (optional)