୩୧ ବର୍ଷ ପରେ ଅଗଷ୍ଟ ୨୯ ଓ ୩୦ରେ ଓଡ଼ିଶାରେ ଆୟୋଜନ ହେବାକୁ ଯାଉଛି SC-ST କମିଟିର ୨ ଦିନିଆ ବୈଠକ |

ଦୁଇ ଦିନିଆ ଅନୁସୂଚିତ ଜାତି ଓ ଜନଜାତି ସମ୍ମିଳନୀ, ଉଦ୍‌ଘାଟନ କରିବେ ଲୋକସଭା ବାଚସ୍ପତି ଓମ୍ ବିର୍ଲା। ଏହି ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସମେତ ଅନ୍ୟ କେନ୍ଦ୍ରମନ୍ତ୍ରୀମାନେ ଯୋଗଦେବେ । ସାରା ଦେଶରୁ ୨୪୦ରୁ ଅଧିକ ଜଣ ପ୍ରତିନିଧି

28 August 2025 07:25 PM IST

ଦୁଇ ଦିନିଆ ଅନୁସୂଚିତ ଜାତି ଓ ଜନଜାତି ସମ୍ମିଳନୀ, ଉଦ୍‌ଘାଟନ କରିବେ ଲୋକସଭା ବାଚସ୍ପତି ଓମ୍ ବିର୍ଲା। ଏହି ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସମେତ ଅନ୍ୟ କେନ୍ଦ୍ରମନ୍ତ୍ରୀମାନେ ଯୋଗଦେବେ । ସାରା ଦେଶରୁ ୨୪୦ରୁ ଅଧିକ ଜଣ ପ୍ରତିନିଧି

Disclaimer: This content has been automatically aggregated from ଓଡ଼ିଶା ଭାସ୍କର for informational purposes. To read the original article, please visit ଓଡ଼ିଶା ଭାସ୍କର.