୩.୭.୨୦୨୬, ଶୁକ୍ରବାର

Jul 03, 2026 - 07:20
୩.୭.୨୦୨୬, ଶୁକ୍ରବାର

 

ମେଷ: ଯାତ୍ରାରେ ଶୁଭ, ଅନୁଷ୍ଠାନରୁ ଲାଭ, ବ୍ୟବସାୟରେ ଶତ୍ରୁତା, ଶରୀର କଷ୍ଟ, ବନ୍ଧୁଲାଭ, କର୍ମକ୍ଷେତ୍ରେ ସଫଳ, ଦ୍ରବ୍ୟଲାଭ, ମାମଲା ସମାଧାନ, ଯାନ୍ତ୍ରିକ ସମସ୍ୟା, ପାରିବାରିକ ସମସ୍ୟା,  ଭରଣୀ ନକ୍ଷତ୍ର ସତର୍କ ରୁହନ୍ତୁ, ଶୁଭରଙ୍ଗ-ପିଙ୍କ, ସଂଖ୍ୟା-,  ଆରାଧନା-ଶଙ୍କର ଭଗବାନ

ବୃଷ: ଶତ୍ରୁରେ ବିଜୟ, ନୂତନ ନିଯୁକ୍ତି, ବ୍ୟବସାୟ ବୃଦ୍ଧି, ଶୁଭଖବର, ଗୃହେ ଶତ୍ରୁତା, ଶରୀର ସୁସ୍ଥ, ପିଲାଙ୍କ ସମସ୍ୟା, ସମ୍ପତ୍ତିଲାଭ, ଅର୍ଥପ୍ରାପ୍ତି, ଶୁଭକାର୍ଯ୍ୟରେ ସଫଳ, ରୋହିଣୀ ନକ୍ଷତ୍ର ସତର୍କ ରୁହନ୍ତୁ, ଶୁଭରଙ୍ଗ-ଧଳା, ସଂଖ୍ୟା-୧୦, ଆରାଧନା-ମହାଲକ୍ଷ୍ମୀ

ମିଥୁନ: ଶତ୍ରୁବୃଦ୍ଧି, କର୍ମେ ଅଶାନ୍ତି, ବନ୍ଧୁଲାଭ, ଦୂରଯାତ୍ରା ସଫଳ, ଶୁଭସମାଚାର, ଅର୍ଥସମସ୍ୟା, କାର୍ଯ୍ୟ ସଫଳ, ଶରୀର ଅସୁସ୍ଥ, ହଠାତ୍ ଦୂରଯାତ୍ରା, ଆଦ୍ରା ନକ୍ଷତ୍ର ସତର୍କ ରୁହନ୍ତୁ, ଶୁଭରଙ୍ଗ-ସବୁଜ, ସଂଖ୍ୟା-, ଆରାଧନା-ଗ୍ରାମଦେବତୀ

କର୍କଟ: ଯନ୍ତ୍ରଣାବୃଦ୍ଧି, କାର୍ଯ୍ୟରେ ସମସ୍ୟା, ଯାତ୍ରାରେ ସତର୍କ, ଶତ୍ରୁସମସ୍ୟା, ବିଶିଷ୍ଠ ବ୍ୟକ୍ତିଙ୍କ ସାହାଯ୍ୟ, ନୂତନ କର୍ମେ ଲାଭ, ଅର୍ଥଲାଭ, ସନ୍ତାନ ସମସ୍ୟା, ପୁଷ୍ୟା ନକ୍ଷତ୍ର ସତର୍କ ରୁହନ୍ତୁ, ଶୁଭରଙ୍ଗ-ନାଲି, ସଂଖ୍ୟା-,  ଆରାଧନା-ଭଗବାନ ବିଷ୍ଣୁ

ସିଂହ:  କାର୍ଯ୍ୟ ସଫଳ, ଦୂରଯାତ୍ରା, ନୂତନ ନିଯୁକ୍ତି, କର୍ମକ୍ଷେତତ୍ରେ ଶାନ୍ତି, ସନ୍ତାନଚିନ୍ତା, ବିଦ୍ୟାରେ ସଫଳ, ଅର୍ଥଲାଭ, ଗାଡ଼ିଚାଳନାରେ ସାବଧାନ, ଶତ୍ରୁ ସମସ୍ୟା, ପୂର୍ବାଫାଲଗୁନି ନକ୍ଷତ୍ର ସତର୍କ ରୁହନ୍ତୁ, ଶୁଭରଙ୍ଗ-କମଳା, ସଂଖ୍ୟା-, ଆରାଧନା-ଲକ୍ଷ୍ମୀନାରାୟଣ

କନ୍ୟା: ବନ୍ଧୁମିଳନ, ବ୍ୟବସାୟରେ ସ୍ବଳ୍ପଲାଭ, ବିବାଦ ସମାଧାନ,  ମାନସିକ ଶାନ୍ତି, ଯାତ୍ରାରେ ସତର୍କ, ଶରୀର ସୁସ୍ଥ, ପୁରାତନ କାର୍ଯ୍ୟରେ ସମସ୍ୟା, ସ୍ବାଦିଷ୍ଠ ଭୋଜନ, ହସ୍ତା ନକ୍ଷତ୍ର ସତର୍କ ରୁହନ୍ତୁ, ଶୁଭରଙ୍ଗ-ଆକାଶି, ସଂଖ୍ୟା-,  ଆରାଧନା-ମାବିମଳା

ତୁଳା: ଶୁଭକାର୍ଯ୍ୟରେ ଧନବ୍ୟୟ, ସମ୍ପର୍କରେ ଉନ୍ନତି, ଶରୀର ସୁସ୍ଥ, ସନ୍ତାନଲାଭ, ଦ୍ରବ୍ୟଲାଭ, ମାନସିକ ଶାନ୍ତି, ଦାମ୍ପତ୍ୟସୁଖ, ବିବ୍ୟାରେ ସଫଳ, ଶୁଭଖବର, ଚିତ୍ରା ନକ୍ଷତ୍ର ସତର୍କ ରୁହନ୍ତୁ, ଶୁଭରଙ୍ଗ-ଧଳା, ସଂଖ୍ୟା-, ଆରାଧନା-ପ୍ରଭୁ ଅାଶୁତୋଷ

ବିଛା: ମାନସିକ କ୍ଳେଶ, ବନ୍ଧୁଲାଭ, ସମ୍ପର୍କହାନି, କାର୍ଯ୍ୟରେ ଶତ୍ରୁତା, ସନ୍ତାନସମସ୍ୟା, ଅର୍ଥଲାଭ, ସମ୍ପତ୍ତିସମସ୍ୟା, ମୋକଦ୍ଦମାରେ ବିଜୟ, ଶୁଭସମାଚାର, ଅନୁରାଧା ନକ୍ଷତ୍ର ସତର୍କ ରୁହନ୍ତୁ, ଶୁଭରଙ୍ଗ-ହଳଦୀ, ସଂଖ୍ୟା-,  ଆରାଧନା-ପ୍ରଭୁ ଜଗନ୍ନାଥ

ଧନୁ: ସମ୍ମାନବୃଦ୍ଧି, ଅର୍ଥଲାଭ, ବାଣିଜ୍ୟରେ ଉନ୍ନତି, ଶରୀର ଅସୁସ୍ଥ, ସମ୍ମାନଲାଭ, ବରିଷ୍ଠ ବ୍ୟକ୍ତିଙ୍କ ସହଯୋଗ, ଯାତ୍ରାରେ ସମସ୍ୟା, ଖୁସିମିଳିବ, ପୂର୍ବାଷାଢ଼ା ନକ୍ଷତ୍ର ସତର୍କ ରୁହନ୍ତୁ, ଶୁଭରଙ୍ଗ-ହଳଦୀ, ସଂଖ୍ୟା-, ଆରାଧନା-ମାଭଗବତୀ

ମକର: ମାନସିକ ଖୁସି, ବନ୍ଧୁସମସ୍ୟା, ଦ୍ରବ୍ୟଲାଭ, ଜମିଜମା ଗଣ୍ଡଗୋଳ, ବିଶିଷ୍ଠ କାର୍ଯ୍ୟରେ ଲାଭ, ଶୁଭଖବର, ଦାମ୍ପତ୍ୟସୁଖ, ସନ୍ତାନଲାଭ, କର୍ମକ୍ଷେତ୍ରେ ଲାଭ, ଶ୍ରବଣା ନକ୍ଷତ୍ର ସତର୍କ ରୁହନ୍ତୁ, ଶୁଭରଙ୍ଗ-ନାଲି, ସଂଖ୍ୟା-, ଆରାଧନା-ମାବଗଳାମୁଖୀ

କୁମ୍ଭ: ମାନସିକ ଶାନ୍ତି, ବନ୍ଧୁଲାଭ, କର୍ମକ୍ଷେତ୍ରେ ଶାନ୍ତି, କାର୍ଯ୍ୟରେ ଶତ୍ରୁତା, ବିବାଦ େକ୍ଷତ୍ରେ ଶାନ୍ତି, ସମ୍ମାନଲାଭ, ଶୁଭଖବର, ଦୂରଯାତ୍ରା, ସନ୍ତାନଖୁସି, ଶତ୍ରୁ ପରାଜିତ, ଶତଭିଷା ନକ୍ଷତ୍ର ସତର୍କ ରୁହନ୍ତୁ, ଶୁଭରଙ୍ଗ-କଳା, ସଂଖ୍ୟା-, ଆରାଧନା-ମାଦକ୍ଷିଣକାଳୀ

ମୀନ: କାର୍ଯ୍ୟରେ ସଫଳ,  ଦୂରଯାତ୍ରା, ଶାରୀରିକ େକ୍ଳଶ, ସମ୍ପତ୍ତିବିବାଦ, କର୍ମକ୍ଷେତ୍ରେ  ସ୍ଥାନାନ୍ତର, ଅର୍ଥଲାଭ, ଗୃହେ ସମସ୍ୟା, ମାନସିକ ଅଶାନ୍ତି, ସନ୍ତାନ ସମସ୍ୟା, ବିଦ୍ୟାରେ ସଫଳ, ଉତ୍ତରଭାଦ୍ର  ନକ୍ଷତ୍ର ସତର୍କ ରୁହନ୍ତୁ, ଶୁଭରଙ୍ଗ-ଧଳା, ସଂଖ୍ୟା-, ଆରାଧନା-ମାମାଣିକେଶ୍ବରୀ